ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି, ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀମାନେ କରିବେ
ମେଷ- ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ । ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ । ମୁଣ୍ଡ ବିନ୍ଧା ଭଳି ରୋଗ ଦେଖା ଦେଇପାରେ । ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି । ଛାତ୍ର ଛାତ୍ରୀଙ୍କ ପାଇଁ ପରିଶ୍ରମ ଅନୁଯାୟୀ ଫଳ ମିଳିବ। ବୃଷ- ମନରେ କିଛି ନୂଆ କରିବାର ଇଚ୍ଛା ଜାଗୃତ ହେବ । ନିଜର ଜରୁରୀ ବସ୍ତୁ କ୍ରୟ କରିପାରନ୍ତି । ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି । ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ । ମିଥୁନ- ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି । ବନ୍ଧୁମାନଙ୍କ ସହ ଆମୋଦ-ପ୍ରମୋଦରେ ଦିନଟି କଟିବ । ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ଲାଭ ଯୋଗ ଅଛି । ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ସାମ୍ନାକୁ ଆଣିବେ। କର୍କଟ- ନୂଆ ଚାକିରି ପ୍ରାପ୍ତ ହୋଇପାରେ । ଆପଣଙ୍କୁ କେହି ନିଜ କର୍ମରୁ ବ୍ୟତୀତ ଅନ୍ୟ କର୍ମ କରିବା ପାଇଁ ବାଧ୍ୟ କରିପାରନ୍ତି । ସତର୍କ ରୁହନ୍ତୁ । ଛାତ୍ର ଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ । ବ୍ୟବସାୟ ମଧ୍ୟମ ଫଳ ମିଳିବ । ସିଂହ- ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ର ଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀମାନେ କରିବେ । କ
ମେଷ- ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ । ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ । ମୁଣ୍ଡ ବିନ୍ଧା ଭଳି ରୋଗ ଦେଖା ଦେଇପାରେ । ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି । ଛାତ୍ର ଛାତ୍ରୀଙ୍କ ପାଇଁ ପରିଶ୍ରମ ଅନୁଯାୟୀ ଫଳ ମିଳିବ।
ବୃଷ- ମନରେ କିଛି ନୂଆ କରିବାର ଇଚ୍ଛା ଜାଗୃତ ହେବ । ନିଜର ଜରୁରୀ ବସ୍ତୁ କ୍ରୟ କରିପାରନ୍ତି । ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି । ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ ।
ମିଥୁନ- ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି । ବନ୍ଧୁମାନଙ୍କ ସହ ଆମୋଦ-ପ୍ରମୋଦରେ ଦିନଟି କଟିବ । ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ଲାଭ ଯୋଗ ଅଛି । ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ସାମ୍ନାକୁ ଆଣିବେ।
କର୍କଟ- ନୂଆ ଚାକିରି ପ୍ରାପ୍ତ ହୋଇପାରେ । ଆପଣଙ୍କୁ କେହି ନିଜ କର୍ମରୁ ବ୍ୟତୀତ ଅନ୍ୟ କର୍ମ କରିବା ପାଇଁ ବାଧ୍ୟ କରିପାରନ୍ତି । ସତର୍କ ରୁହନ୍ତୁ । ଛାତ୍ର ଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ । ବ୍ୟବସାୟ ମଧ୍ୟମ ଫଳ ମିଳିବ ।
ସିଂହ- ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ର ଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀମାନେ କରିବେ ।
କନ୍ୟା- ନିଜକୁ ଭାଗ୍ୟବାନ ମନେକରିବେ । ସର୍ବ କାର୍ଯ୍ୟରେ ଉନ୍ନତି ଘଟିବ । ସ୍ବାସ୍ଥ୍ୟ ସମସ୍ୟାର ସଂପୂର୍ଣ୍ଣ ନିରାକରଣ ହେବ । ପରିବାରରେ ହସଖୁସିର ମହୋଲ ଲାଗି ରହିବ । ବ୍ୟବସାୟରେ ଅନେକ ଲାଭ ଯୋଗ ରହିଛି । ବିଦ୍ୟାର୍ଥୀମାନେ ସଫଳତା ପ୍ରାପ୍ତ କରିବେ ।
ତୁଳା- ଆପଣଙ୍କ ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଛାତ୍ର ଛାତ୍ରୀମାନେ କୃତ କାର୍ଯ୍ୟ ହେବେ । ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ କରିବେ ।
ବିଛା- ରାଶିକୁ ଘାତ ଚନ୍ଦ୍ର । କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ । ସୁଖ ହାନି ଘଟିପାରେ । ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁଁ ନିଜକୁ ଚିନ୍ତିତ ମନେ କରିପାରନ୍ତି । ମାଲି ମକୋଦ୍ଦମାରେ ଜୟଯୁକ୍ତ ହେବେ । ବ୍ୟବସାୟ ମଧ୍ୟମ ଫଳ ଦେବ।
ଧନୁ- କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ । ବନ୍ଧୁ ଆପଣଙ୍କ ଘରକୁ ଆସି ପାରନ୍ତି । ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ ।ବ୍ୟବସାୟରେ ସଫଳତା ମିଳିବ । ମହିଳାମାନେ ଗୃହ କାର୍ଯ୍ୟରେ ଅଧିକ ମନୋନିବେଶ କରିବେ ।
ମକର- ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି । ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ। କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ । ଭାଙ୍ଗିଥିବା ସମ୍ପର୍କ ଯୋଡ଼ିହେବାର ଯଥେଷ୍ଟ ସମ୍ଭାବନା ରହିଛି । ଛାତ୍ର ଛାତ୍ରୀମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ ।
କୁମ୍ଭ- ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ । ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ । ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ । ଛାତ୍ର ଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ ।
ମୀନ- ସବୁ କର୍ମରେ ଆପଣ ସଂପୂର୍ଣ୍ଣ ଯୋଗ ଦାନ ଦେବେ । ଅନେକ ବାଧାବିଘ୍ନର ସାମ୍ନା କରିବାକୁ ପଡ଼ିବ । ଛାତ୍ର ଛାତ୍ରୀଙ୍କ ମଧ୍ୟମ ଫଳ ପ୍ରାପ୍ତ ହେବ । ଉଚ୍ଚ ପଦବୀ ମିଳିବାର ଯୋଗ ଅଛି । ଦମ୍ପତି ମାନେ ଖୁସିରେ ଦିନଟି କାଟିବେ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯାଜପୁର
ଯୋଗାଯୋଗ - 8249826682
The post ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି, ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀମାନେ କରିବେ appeared first on Prameya News7.