ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ…
ଭୁବନେଶ୍ୱର,୧ା୧୧: ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ କୋଠରି କିମ୍ବା ସୁଡ଼ଙ୍ଗ ନାହିଁ। ଯାହାକି ପ୍ରାଥମିକ ଆଲୋଚନାରୁ ଜଣାପଡ଼ିଛି। ଏନେଇ ଚୂଡ଼ାନ୍ତ ରିପୋର୍ଟକୁ ଆମେ ଅପେକ୍ଷା କରିଛୁ। ନୂଆବର୍ଷରୁ ରତ୍ନଭଣ୍ଡାର ଗଣତି ମଣତି ହେବ ବୋଲି ମନ୍ତ୍ରୀ କହିଛନ୍ତି। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭିଡ଼ ରହିଛି, ଏହା ପରେ ମରାମତି କାର୍ଯ୍ୟ ଆରମ୍ଭ ହେବ। ରତ୍ନଭଣ୍ଡାର ମଧ୍ୟରେ ଫାଟ ରହିଛି […] The post ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ… appeared first on Dharitri Odia News.
ଭୁବନେଶ୍ୱର,୧ା୧୧: ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ କୋଠରି କିମ୍ବା ସୁଡ଼ଙ୍ଗ ନାହିଁ। ଯାହାକି ପ୍ରାଥମିକ ଆଲୋଚନାରୁ ଜଣାପଡ଼ିଛି। ଏନେଇ ଚୂଡ଼ାନ୍ତ ରିପୋର୍ଟକୁ ଆମେ ଅପେକ୍ଷା କରିଛୁ। ନୂଆବର୍ଷରୁ ରତ୍ନଭଣ୍ଡାର ଗଣତି ମଣତି ହେବ ବୋଲି ମନ୍ତ୍ରୀ କହିଛନ୍ତି। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭିଡ଼ ରହିଛି, ଏହା ପରେ ମରାମତି କାର୍ଯ୍ୟ ଆରମ୍ଭ ହେବ।
ରତ୍ନଭଣ୍ଡାର ମଧ୍ୟରେ ଫାଟ ରହିଛି । ତେବେ କାର୍ତ୍ତିକ ମାସ ପରେ ଏକ ମାସ ଧରି ଏଏସ୍ଆଇ
ରତ୍ନଭଣ୍ଡାରର କାମ କରିବ। ମରାମତି ହେବା ପରେ ରତ୍ନ ଅଳଙ୍କାର ଗଣତି କରାଯିବ । ତେବେ ପୁରୁଣା ତାଲିକା ସହ ମ୍ୟାଚ୍ କରାଯାଇ ୭ ଦିନ ଭିତରେ ରିପୋର୍ଟ ପ୍ରକାଶ କରାଯିବ ।
The post ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ… appeared first on Dharitri Odia News.