ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଲୋକସେବା ଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ଘଟଣାରେ ସମ୍ପୃକ୍ତ କେହି ବର୍ତ୍ତିବେ ନାହିଁ ବୋଲି କହିଲେ ମନ୍ତ୍ରୀ ସୁରେଶ ପୂଜାରୀ । ପ୍ରତ୍ୟେକ୍ଷ ଓ ପରୋକ୍ଷରେ ସମ୍ପୃକ୍ତ ଥିବା କାହାକୁ ଛଡ଼ାଯିବନି । ଏହି ଭଳି ଘଟଣା ପୁନରାବୃତ୍ତି ନ ହେଉ ଏ ନେଇ ପଦକ୍ଷେପ ନିଆଯିବ । ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ଦେବାକୁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ପ୍ରତିକ୍ରିୟାରେ କହିଛନ୍ତି […] The post ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଲୋକସେବା ଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on KNews Odisha.

ଭୁବନେଶ୍ୱର : ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ଘଟଣାରେ ସମ୍ପୃକ୍ତ କେହି ବର୍ତ୍ତିବେ ନାହିଁ ବୋଲି କହିଲେ ମନ୍ତ୍ରୀ ସୁରେଶ ପୂଜାରୀ । ପ୍ରତ୍ୟେକ୍ଷ ଓ ପରୋକ୍ଷରେ ସମ୍ପୃକ୍ତ ଥିବା କାହାକୁ ଛଡ଼ାଯିବନି ।
ଏହି ଭଳି ଘଟଣା ପୁନରାବୃତ୍ତି ନ ହେଉ ଏ ନେଇ ପଦକ୍ଷେପ ନିଆଯିବ । ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ଦେବାକୁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ପ୍ରତିକ୍ରିୟାରେ କହିଛନ୍ତି । ଏହି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କେଭି ସିଂଦେଓ ଉପସ୍ଥିତ ଥିଲେ ।
Also read: ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି
The post ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଲୋକସେବା ଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on KNews Odisha.