୪ ହଜାର ୨୨୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୧।୧: ଓଡ଼ିଶାରେ ୨୫ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସରେ ମଞ୍ଜୁରୀ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଟି ସେକ୍ଟରରେ ୪ ହଜାର ୨୨୨ କୋଟିର ପୁଞ୍ଜି ନିବେଶକୁ ଅନୁମୋଦନ ମିଳିଛି। ରାଜ୍ୟର ୧୧ଟି ଜିଲାରେ ଏସବୁ ପୁଞ୍ଜି ନିବେଶ ହେବାକୁ ଥିବା ବେଳେ ଏହି ପ୍ରକଳ୍ପ ସବୁ କାର୍ଯ୍ୟକାରୀ ହେଲେ ୧୪ ହଜାର ୪୯୭ ନିଯୁକ୍ତି ସୃଷ୍ଟି ନେଇ ରାଜ୍ୟ ସରକାର ଆଶାବାଦୀ ଅଛନ୍ତି। The post ୪ ହଜାର ୨୨୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର appeared first on Dharitri Odia News.

୪ ହଜାର ୨୨୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୧।୧: ଓଡ଼ିଶାରେ ୨୫ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସରେ ମଞ୍ଜୁରୀ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଟି ସେକ୍ଟରରେ ୪ ହଜାର ୨୨୨ କୋଟିର ପୁଞ୍ଜି ନିବେଶକୁ ଅନୁମୋଦନ ମିଳିଛି। ରାଜ୍ୟର ୧୧ଟି ଜିଲାରେ ଏସବୁ ପୁଞ୍ଜି ନିବେଶ ହେବାକୁ ଥିବା ବେଳେ ଏହି ପ୍ରକଳ୍ପ ସବୁ କାର୍ଯ୍ୟକାରୀ ହେଲେ ୧୪ ହଜାର ୪୯୭ ନିଯୁକ୍ତି ସୃଷ୍ଟି ନେଇ ରାଜ୍ୟ ସରକାର ଆଶାବାଦୀ ଅଛନ୍ତି।

The post ୪ ହଜାର ୨୨୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର appeared first on Dharitri Odia News.