17 Tourists Rescued: ଉଦ୍ଧାର ହେଲେ ଫସିଥିବା ୧୭ ପର୍ଯ୍ୟଟକ, ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଉପରେ ଫସିଥିଲେ
ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଉପରେ ଫସିଥିଲେ ୩ ଶିଶୁଙ୍କ ସମେତ ୧୭ ଛତିଶଗଡ଼ି ପର୍ଯ୍ୟଟକ । ପର୍ଯ୍ୟଟକମାନେ ହରିଶଙ୍କର ପଟୁ ପାହାଡ଼ ଚଢ଼ି ନୃସିଂହନାଥ ଆସୁଥିବା ବେଳେ, ରାସ୍ତା ଭୁଲି ଯାଇ ନୃସିଂହନାଥ ଠାରୁ ୫ କିମି ଦୂର କପିଳଧାରା ଜଳପ୍ରପାତଠାରୁ ପ୍ରାୟ ଦେଢ଼ କିଲୋମିଟର ଦୂରରେ ଫସି ରହିଥିଲେ।