30 Passengers Seriously Injured as Bus Rear-Ends Truck in Balasore’s Jaleswar

#ଟ୍ରକ୍_ବସ୍_ଧକ୍କା ଜଳେଶ୍ବର ୬୦ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଜୁଣବଳଦା ନିକଟରେ ବିଳମ୍ବିତ ରାତ୍ରିରେ ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୩୦ ଗୁରୁତର । ସମସ୍ତ ଗୁରୁତରଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । A