5T ନାଁରେ ବଦଳିଗଲା ସ୍କୁଲର ରଙ୍ଗ....ଖସିଲା ଟାଇଲ୍, ଫାଟିଲା ମୁଣ୍ଡ
ସରକାର କା ମାଲ୍ ଦରିଆ ମେ’ ଡାଲ୍ । 5T ନାଁରେ ବଦଳିଗଲା ସ୍କୁଲର ରଙ୍ଗ । ଆଉ ତା’ ପରେ ଖସିଲା ଟାଇଲ୍, ଫାଟିଲା ମୁଣ୍ଡ । ସାଜସଜ୍ଜାରେ ଲକ୍ଷ ଲକ୍ଷ ଟଙ୍କା ଉଠାଇ ଖର୍ଚ୍ଚ କରାଗଲା, ହେଲେ ମାତ୍ର କେତେଟା ବର୍ଷ ଯାଇଛି କି ନାହିଁ ସାମ୍ନାକୁ ଆସିଲା ଅସଲ ଚିତ୍ର ।