7 Accused Nabbed by Brahmapur Police in Criminal Case Crackdown

ବିଭିନ୍ନ ଅପରାଧିକ ମାମଲା ସହିତ ଜଡ଼ିତ ୭ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୁଲିସ ଗିରଫ କରିଛି। ବ୍ରହ୍ମପୁର ପୁଲିସ ଏନେଇ ଏକ ବିଜ୍ଞପ୍ତି ମାଧ୍ୟମରେ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛି। ଅଭିଯୁକ୍ତମାନଙ୍କ ଠାରୁ ଗୁଳି, ବନ୍ଧୁକ, ଟଙ୍କା ଆଦି ସାମଗ୍ରୀ