Abika Calendar 2025: ଅବିକା ୨୦୨୫ କ୍ୟାଲେଣ୍ଡର ଗ୍ରାଣ୍ଡଫିନାଲେରେ ଇପ୍ସିତା ନନ୍ଦ ‘ଫେସ୍ ଅଫ୍ ଦ ଇୟର’

‘ଅବିକା କ୍ୟାଲେଣ୍ଡର ଗ୍ରାଣ୍ଡ ଫିନାଲେ-୫’ ଉତ୍ସବରେ ବିଜୟିନୀଙ୍କୁ ମାନପତ୍ର, ଉପଢୌକନ, ମେମେଣ୍ଟୋ ସହ ମୟୂରପୁଚ୍ଛ ଦେଇ ସମ୍ମାନିତ କରିଥିଲେ ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର।

Abika Calendar 2025: ଅବିକା ୨୦୨୫ କ୍ୟାଲେଣ୍ଡର ଗ୍ରାଣ୍ଡଫିନାଲେରେ ଇପ୍ସିତା ନନ୍ଦ ‘ଫେସ୍ ଅଫ୍ ଦ ଇୟର’
Array