Accident in Paradeep: ପାରାଦୀପ ପୋର୍ଟ ନିଷିଦ୍ଧାଞ୍ଚଳରେ ଓଲଟିଲା ଡମ୍ପର, ଚାଲିଗଲା ୨ ଡ୍ରାଇଭରଙ୍କ ଜୀବନ

ଦୁର୍ଘଟଣା ଘଟାଇଥିବା ଟ୍ରକର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ IPT ଡମ୍ପର ଡ୍ରାଇଭରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ।

Accident in Paradeep: ପାରାଦୀପ ପୋର୍ଟ ନିଷିଦ୍ଧାଞ୍ଚଳରେ ଓଲଟିଲା ଡମ୍ପର, ଚାଲିଗଲା ୨ ଡ୍ରାଇଭରଙ୍କ ଜୀବନ
Array