Action aganst Corrupt Officials: ଦୁର୍ନୀତିଖୋର୍‌ଙ୍କୁ ସରକାରୀ ଛାଟ, ୫ ବର୍ଷରେ ୧୫୯ ବାବୁ ବିଦା

ଦୁର୍ନୀତି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ଚାକିରି ହରାଇଛନ୍ତି ୧୫୯ ଜଣ ସରକାରୀ ବାବୁ । ୩୯ ଜଣଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Action aganst Corrupt Officials: ଦୁର୍ନୀତିଖୋର୍‌ଙ୍କୁ ସରକାରୀ ଛାଟ, ୫ ବର୍ଷରେ ୧୫୯ ବାବୁ ବିଦା
Array