Actress Ranya Rao: ବାପା ଡିଜିପି, ଝିଅ ସ୍ମଗଲର୍; ବେଲ୍ଟ ଷ୍ଟ୍ରାପରେ ଲୁଚାଇଥିଲେ ୧୪ କିଲୋ ସୁନା...
ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ବିଲକୁଲ୍ ସତ ଘଟଣା। ପୋଲିସ୍ ବି ଏମିତି ସେମିତି ନୁହେଁ, ଡିଜିପି। କର୍ଣ୍ଣାଟକ ପୋଲିସ୍ ହାଉସିଂ କର୍ପୋରେସନ୍ ଡିଜି କେ.ରାମଚନ୍ଦ୍ର ରାଓଙ୍କ ଝିଅ ରନୟା ରାଓ ୧୪ କେଜି ସୁନା ସହ ଧରାପଡ଼ିଛନ୍ତି।