Amaresh Jena: ଅମରେଶ ଜେନାଙ୍କ ବିସ୍ଫୋରକ ବୟାନ

କିଏ ସେ ୪, ୫ ନେତା, ଯାହା ଯୋଗୁ ବିଜେଡି ବୁଡିବ । ବିଜେଡିର ବିଦ୍ରୋହୀ କର୍ପୋରେଟର ଅମରେଶ ଜେନାଙ୍କ ଏଭଳି ବିସ୍ଫୋରକ ବୟାନ ପରେ ତେଜିଛି ରାଜଧାନୀ ରାଜନୀତି ।

Amaresh Jena: ଅମରେଶ ଜେନାଙ୍କ ବିସ୍ଫୋରକ ବୟାନ
Array