Ananta Das Passes Away: ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ । ଭୋର୍ ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ପରିବାର ପକ୍ଷରୁ ସୂଚନା ।

Ananta Das Passes Away: ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ
Array