Antyodaya Housing Scheme: ଥିଲେ କଚ୍ଚା, ଏବେ ହେବ ପକ୍କା: ଗରିବଙ୍କୁ ମିଳିବ ଅନ୍ତ୍ୟୋଦୟ ଗୃହ...

ଗରିବଙ୍କ ମୁଣ୍ଡ ଉପରୁ ହଟିବ ଝାଟିମାଟିର ଚାଳଛପର । ରବିବାର ଦିନ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।

Antyodaya Housing Scheme: ଥିଲେ କଚ୍ଚା, ଏବେ ହେବ ପକ୍କା: ଗରିବଙ୍କୁ ମିଳିବ ଅନ୍ତ୍ୟୋଦୟ ଗୃହ...
Array