Apache Attack Helicopters: ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର; ପାକିସ୍ତାନ ସୀମାରେ ହେବ ମୁତୟନ...
ଆପାଚି ହେଲିକପ୍ଟରକୁ ଆକାଶ ମାର୍ଗରେ ଟ୍ୟାଙ୍କ ବୋଲି କୁହାଯାଏ। ଏବେ ଭାରତୀୟ ସେନାରେ ଆପାଚି ହେଲିକପ୍ଟରର ୨ଟି ସ୍କ୍ବାର୍ଡନ ରହିଛି । ୨୦୨୦ରେ ଆମେରିକାଠାରୁ ଭାରତ ୨୨ଟି ଆପାଚି ହେଲିକପ୍ଟର କିଣିଥିଲା ।