Aravind Agrawal: ଅରବିନ୍ଦ ଅଗ୍ରୱାଲଙ୍କୁ ରଥ ପରିଚାଳନା ଦାୟିତ୍ବ ଦେଲେ ସରକାର

ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥଯାତ୍ରା ପରିଚାଳନା ଦାୟିତ୍ବ ତୁଲାଇବେ ଅରବିନ୍ଦ । ରଥଯାତ୍ରା ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

Aravind Agrawal: ଅରବିନ୍ଦ ଅଗ୍ରୱାଲଙ୍କୁ ରଥ ପରିଚାଳନା ଦାୟିତ୍ବ ଦେଲେ ସରକାର
Array