ASO କେଳେଙ୍କାରୀରେ ‘ବଣିକ’ !

ଗତକାଲି ମୁଖ୍ୟମନ୍ତ୍ରୀ, ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍ ବିଧାନସଭାରେ ଆଗତ କରି ଯେଉଁ ବିବୃତି ରଖିଲେ ତାହା ନବୀନ ସରକାରର ଗୁମର ଖୋଲି ଦେଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ, ୨୫ରୁ ୩୦ ଲକ୍ଷ ଟଙ୍କାରେ ASO ଚାକିରି ବିକ୍ରି ହୋଇଥିଲା ।

ASO କେଳେଙ୍କାରୀରେ ‘ବଣିକ’ !
Array