Axiom-4 Mission: ଆଜି ଲଞ୍ଚ ହେବ ଆକ୍ସିଅମ୍-୪ ମିଶନ: ISSକୁ ଯାତ୍ରା କରିବେ ଶୁଭାଂଶୁ

ଆଜି ଲଞ୍ଚ ହେବ ଆକ୍ସିଅମ୍-୪ ମିଶନ। ଆଜି ସନ୍ଧ୍ୟା ପ୍ରାୟ ସାଢେ ୫ଟାରେ ଆକ୍ସିଅମ୍-୪ ମିଶନ ଲଞ୍ଚ ନେଇ ସ୍ଥିର କରାଯାଇଛି। ଏନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି।

Axiom-4 Mission: ଆଜି ଲଞ୍ଚ ହେବ ଆକ୍ସିଅମ୍-୪ ମିଶନ: ISSକୁ ଯାତ୍ରା କରିବେ ଶୁଭାଂଶୁ
Array