Ayushman Bharat Yojana: ଫେବ୍ରୁଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ; ସାମିଲ୍ ହେବେ ସାଢ଼େ ୩ କୋଟି ଲୋକ

ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାର୍ଜ ହେବା ପରର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ମେଡିସିନ ସୁବିଧା ରହିଛି।

Ayushman Bharat Yojana: ଫେବ୍ରୁଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ; ସାମିଲ୍ ହେବେ ସାଢ଼େ ୩ କୋଟି ଲୋକ
Array