Ayushman Bharat Yojana: ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ’ ଯୋଜନାର ଶୁଭାରମ୍ଭ

୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବା ସହ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ।

Ayushman Bharat Yojana: ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ’ ଯୋଜନାର ଶୁଭାରମ୍ଭ
Array