Ayushman Bharat: ଓଡ଼ିଶା ସ୍ବାସ୍ଥ୍ୟସେବା ଇତିହାସରେ ନୂଆ ଫର୍ଦ୍ଦ

ଆଜିଠୁ ଓଡ଼ିଶା ହେଲା ଆୟୁଷ୍ମାନ। ଲାଗୁ ହେଲା ବହୁ ପ୍ରତିକ୍ଷୀତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପ୍ରଣୟନ ସାଙ୍ଗକୁ ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର ବି ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ।

Ayushman Bharat: ଓଡ଼ିଶା ସ୍ବାସ୍ଥ୍ୟସେବା ଇତିହାସରେ ନୂଆ ଫର୍ଦ୍ଦ
Array