Baba Vanga Predictions: ଏହି ମୁସଲିମ୍ ଦେଶରୁ ଆରମ୍ଭ ହେବ ତୃତୀୟ ବିଶ୍ୱଯୁଦ୍ଧ; ଡରାଇଲା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ
ବାବା ଭେଙ୍ଗା ୧୯୧୧ ମସିହାରେ ବୁଲଗେରିଆରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଅନେକ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି । ଆଫଗାନିସ୍ତାନ 9/11 ଆତଙ୍କବାଦୀ ଆକ୍ରମଣ ଏବଂ ବ୍ରେକ୍ସିଟ୍ ବିଷୟରେ ମଧ୍ୟ ସେ ପୂର୍ବାନୁମାନ କରିଛନ୍ତି। ବର୍ତ୍ତମାନ ସିରିଆ ଉପରେ ତାଙ୍କର ଭବିଷ୍ୟବାଣୀ ସମସ୍ତଙ୍କ ଚିନ୍ତା ବଢାଇ ଦେଇଛି।