Baba Vanga Predictions: ୨୦୨୪ରେ ବାବା ଭେଙ୍ଗାଙ୍କ ଏହି ୫ ଭବିଷ୍ୟବାଣୀ ସତ ହୋଇଛି; ୨୦୨୫ରେ ହେବ ସାଂଘାତିକ ପରିସ୍ଥିତି
ବାବା ଭେଙ୍ଗାଙ୍କ ୮୫ ପ୍ରତିଶତ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି। ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବାର ଉଦ୍ୟମକୁ ବାବା ଭେଙ୍ଗା ପୂର୍ବାନୁମାନ କରିଥିଲେ, ଯାହା ଏତେ ସତ୍ୟ ପ୍ରମାଣିତ ହୋଇଛି। ତେବେ ଆସନ୍ତୁ ୨୦୨୪ ଶେଷ ହେବା ପୂର୍ବରୁ ଏହି ମସିହାରେ ବାବା ଭେଙ୍ଗାଙ୍କର କେଉଁ ସବୁ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି ତାହା ଜାଣିବା।