Baba Vanga's Predictions: ଭବିଷ୍ୟବାଣୀ କଲେ ବାବା ଭେଙ୍ଗା, ୨୦୨୫ରେ ଘଟିବ ଏହିସବୁ ଘଟଣା

ବାବା ଭେଙ୍ଗା ହେଉଛନ୍ତି ସେଇ ମହିଳା ଯିଏ ୯/୧୧ ଆତଙ୍କବାଦୀ ଆକ୍ରମଣ ଓ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ସଂପର୍କରେ ଭବିଷ୍ୟବାଣୀ କରିଥିଲେ । ସେ ଭବିଷ୍ୟବାଣୀ କରିବା ସମୟରେ ସେତେବେଳେ ଅଧିକାଂଶ ଲୋକ ବିଶ୍ୱାସ କରିନଥିଲେ । କିନ୍ତୁ ଯେତେବେଳେ ତାଙ୍କ କଥା ସତ୍ୟ ପ୍ରମାଣିତ ହେଲା, ତାଙ୍କୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ହେଲା । ଏଇ ଚର୍ଚ୍ଚିତ ମହିଳା ଏବେ ପୁଣି କରିଛନ୍ତି ଭବିଷ୍ୟବାଣୀ ।

Baba Vanga's Predictions: ଭବିଷ୍ୟବାଣୀ କଲେ ବାବା ଭେଙ୍ଗା, ୨୦୨୫ରେ ଘଟିବ ଏହିସବୁ ଘଟଣା
Array