Bahuda Yatra 2025: ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବଳୟରେ ପୁରୀ ସହର

ଆଜି ପବିତ୍ର ବାହୁଡ଼ା ଯାତ୍ରା । କଡ଼ା ସୁରକ୍ଷା ବଳୟରେ ପୁରୀ ସହର । ଟ୍ରାଫିକ୍ ଉପରେ ନଜର ରଖିଛି AI କ୍ୟାମେରା ଓ ଡ୍ରୋନ୍।ଟ୍ରାଫିକ୍ ଡ୍ୟୁଟିରେ ୫୦ ପ୍ଲାଟୁନ ପୋଲିସ ଫୋର୍ସ । ଜଳ, ସ୍ଥଳ ଓ ଆକାଶମାର୍ଗ ସବୁଠି କଡ଼ା ନଜର ।

Bahuda Yatra 2025: ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବଳୟରେ ପୁରୀ ସହର
Array