Balanga Victim Dies: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ, କିଏ କ’ଣ କହିଲେ

ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି । ସେପଟେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ବିରୋଧୀ

Balanga Victim Dies: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ, କିଏ କ’ଣ କହିଲେ
Array