Balasore Students Rejoice as +2 Results Are Announced
ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି। ତିନି ବିଭାଗ କଳା, ବିଜ୍ଞାନ ଓ ବାଣିଜ୍ୟ ସହ ଧନ୍ଦାମୂଳକ ପରୀକ୍ଷର ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଫଳ ଏକା ସଙ୍ଗରେ ପ୍ରକାଶ ପାଇଛି। ଯାହାକୁ ନେଇ ବାଲେଶ୍ୱରର ଛାତ୍ରଛାତ୍ରୀ ବେଶ୍ ଖୁସି ! #B
ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି। ତିନି ବିଭାଗ କଳା, ବିଜ୍ଞାନ ଓ ବାଣିଜ୍ୟ ସହ ଧନ୍ଦାମୂଳକ ପରୀକ୍ଷର ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଫଳ ଏକା ସଙ୍ଗରେ ପ୍ରକାଶ ପାଇଛି। ଯାହାକୁ ନେଇ ବାଲେଶ୍ୱରର ଛାତ୍ରଛାତ୍ରୀ ବେଶ୍ ଖୁସି !
#B