Bali Mafia: ଛାନିଆ କଲାଣି ରେଡ୍, ବନ୍ଧା ହେଉଛନ୍ତି ଲଘୁ ଖଣିଜ ଲୁଟେରା, ସିଜ୍ ହେଉଛି ଗାଡ଼ି
ରାଜ୍ୟରେ ୮୧ଟି ମାମଲା ରୁଜୁ ହୋଇଥିବାବେଳେ ୧୧୭ଟି ଗାଡି ଜବତ କରି ୮୮ ଜଣଙ୍କୁ ଗିରଫ କରାଯାଇଛି । ଏବେ ବାଲି ମାଫିଆଙ୍କ ଛାତି ଧଡ଼ଧଡ଼ ହେଲାଣି । ସାଲେପୁରରେ ବାଲିଘାଟରେ ଚଢାଉବେଳେ ପୋଲିସକୁ ଦେଖି ନଦୀକୁ ଡେଇଁପଡ଼ିଥିଲା ଜଣେ ଚାଲାଣକାରୀ ।