Banakalagi Ritual: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ...

ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି ।

Banakalagi Ritual: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ...
Array