Banakalagi Ritual: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ...

ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Banakalagi Ritual: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ...
Array