Bashar al-Assad: ସିରିୟାରେ ଅସଦଙ୍କ ୨୪ ବର୍ଷର ଶାସନର ଅନ୍ତ; ଦେଶ ଛାଡ଼ି ପଳାଇଲେ ରାଷ୍ଟ୍ରପତି...
ଭୟଙ୍କର ଗୃହଯୁଦ୍ଧରେ ବିରୋଧୀ ଗୋଷ୍ଠୀଙ୍କ ଦ୍ବାରା ବିତାଡ଼ିତ ହେବା ପରେ ଦେଶଛାଡ଼ି ପଳାଇଛନ୍ତି ରାଷ୍ଟ୍ରପତି ବସର ଅଲ ଅସଦ। ଏପଟେ ରାଷ୍ଟ୍ରପତିଙ୍କ ପଳାୟନ ପରେ ରାଜଧାନୀ ଦାମାସକସକୁ ନିଜ ଦଖଲକୁ ନେଇଛନ୍ତି ବିଦ୍ରୋହୀ ସେନା।