B.Ed After Class 12: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍‌

୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟିରେ MOU ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ITEP କୋର୍ସ ପଢ଼ାଯିବ ।

B.Ed After Class 12: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍‌
Array