Bengaluru Stampede: ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୋଲିସ କମିଶନରଙ୍କ ସମେତ ACP, DCP ନିଲମ୍ବିତ

ବେଙ୍ଗାଳୁରୁ ଦଳାଚକଟା ଘଟଣାରେ ପୋଲିସ କମିଶନର ନିଲମ୍ବିତ ହୋଇଛନ୍ତି । ଏହାସହ ଦାୟିତ୍ୱରେ ଥିବା ସମସ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ । RCB, କର୍ଣ୍ଣାଟକ ଷ୍ଟେଟ୍ କ୍ରିକେଟ୍ ଆସୋସିଏସନ୍ ଓ ଇଭେଣ୍ଟ ଅର୍ଗାନାଇଜରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

Bengaluru Stampede: ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୋଲିସ କମିଶନରଙ୍କ ସମେତ ACP, DCP ନିଲମ୍ବିତ
Array