Bhadrak Tense After Youth’s Death: ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୨ ଗିରଫ; ମୃତକଙ୍କ ପରିବାରକୁ ଆର୍ଥକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକରେ ଗୋଷ୍ଠୀ ସଂଘର୍ଷରୁ ଜଣେ ଯୁବକଙ୍କ ମୃତ୍ୟୁ ପରେ ୫ଟି ସ୍ଥାନରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ରାଜ୍ୟ ତଥା ରାଜ୍ୟ ବାହାରୁ ପୋଲିସ ଛଢାଉ କରିବା ପରେ ୧୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଏବଂ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Bhadrak Tense After Youth’s Death: ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୨ ଗିରଫ; ମୃତକଙ୍କ ପରିବାରକୁ ଆର୍ଥକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Array