Bhankrota Fire Accident: ରାଜସ୍ଥାନରେ ଭୟଙ୍କର ଦୁର୍ଘଟଣା...୪୦ ଗାଡ଼ିରେ ଲାଗିଲା ନିଆଁ, ୫ ଜୀବନ୍ତ ଦଗ୍ଧ

ଆଜି ସକାଳ ପ୍ରାୟ ୫ଟା ୩୦ରେ ଜୟପୁର ଭାନ୍‌କ୍ରୋଟା ସ୍ଥିତ ଏକ ପେଟ୍ରୋଲ୍‌ ପମ୍ପ ସାମ୍ନାରେ ଏକ LPG ବୋଝେଇ ଟ୍ରକ୍‌ ଓ CNG ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।

Bhankrota Fire Accident: ରାଜସ୍ଥାନରେ ଭୟଙ୍କର ଦୁର୍ଘଟଣା...୪୦ ଗାଡ଼ିରେ ଲାଗିଲା ନିଆଁ, ୫ ଜୀବନ୍ତ ଦଗ୍ଧ
Array