Bharatput Army Major Case: ମେଜର-ପୋଲିସ ବିବାଦର ଅନ୍ତ ଘଟାଇଲେ ହାଇକୋର୍ଟ; ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ CCTV
ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ଶୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନର୍ଦ୍ଦେଶ ରହିଛି। ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ ସେନେଇ ରାଜ୍ୟ ସରକାର ଜାରି କରିଥିବା SOPକୁ କଡାକଡି ପାଳନ କରିବାକୁ ମଧ୍ୟ ହାଇକୋର୍ଟ କହିଛନ୍ତି।