Bhubaneswar Murder Case: କାଜୁ ଜଙ୍ଗଲରେ ପିଟି ପିଟି ମାରିବା ପରେ ହୋଇଥିଲା ଫେରାର୍

ଏହି କେସରେ ବର୍ତ୍ତମାନ ସୁଦ୍ଧା ୪ ଜଣ ଗିରଫ ହୋଇଥିବା ବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଛି । ରିମାଣ୍ଡ ବେଳେ ଫେରାର ଅଭିଯୁକ୍ତଙ୍କ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି । ଜମିବାଡ଼ି ବିବାଦକୁ ନେଇ ଘଟିଥିବା ହତ୍ୟାକାଣ୍ଡରେ ପୂର୍ବରୁ ଜଣେ ହୋମଗାର୍ଡ ମଧ୍ୟ ଗିରଫ ହୋଇଛନ୍ତି ।

Bhubaneswar Murder Case: କାଜୁ ଜଙ୍ଗଲରେ ପିଟି ପିଟି ମାରିବା ପରେ ହୋଇଥିଲା ଫେରାର୍
Array