Bhubaneswar Ring Road Project: ଟ୍ରାଫିକ ଯନ୍ତ୍ରଣାରୁ ମୁକ୍ତ ହେବ ରାଜଧାନୀ, କ୍ୟାପିଟାଲ ସିଟିକୁ ଘେରି ରହିବ ରିଂ ରୋଡ୍
ଭୁବନେଶ୍ବର ସହରରେ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହ ତାଳ ଦେଇ ଯେଉଁଭଳି ଯାନବାହନ ସଂଖ୍ୟା ବଢ଼ି ଚାଲିଛି, ସେଥିରେ ଲୋକେ କଲବଲ ହେଉଛନ୍ତି । ତେଣୁ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।