Bhubaneswar School Bus Accident: ରାଜଧାନୀରେ ଦୁର୍ଘଟଣା; ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରାକ୍ଟର

ଆଜି ସକାଳେ ଘରୋଇ ସ୍କୁଲ ବସ୍‌ଟି ଛାତ୍ରଛାତ୍ରୀଙ୍କ ଆଣିବାକୁ ଯାଉଥିଲା। ଏହି ସମୟରେ ପଟିଆ ସ୍ଥିତ ଦିତୀୟ RTO ଅଫିସ ସାମ୍ନାରେ ଏକ ଟ୍ରାକ୍ଟର ରାସ୍ତାକଡ଼ରେ ଠିଆ ହୋଇଥିଲା। ସ୍କୁଲ ବସ୍‌ଟି ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ଧକ୍କା ଦେଇଥିଲା।

Bhubaneswar School Bus Accident: ରାଜଧାନୀରେ ଦୁର୍ଘଟଣା; ସ୍କୁଲ ବସ୍‌କୁ ଧକ୍କା ଦେଲା  ଟ୍ରାକ୍ଟର
Array