Big Upadate : ଏକାଠି ହେବେ କି ବିଜେଡି-କଂଗ୍ରେସ, ଅନାସ୍ଥା ପ୍ରସ୍ତାବ ବଢାଇଲା ଚର୍ଚ୍ଚା

ପିସିସି ସଭାପତି ଭକ୍ତ ଦାସ ଅନାସ୍ଥା ପ୍ରସ୍ତାବ ଦେବା ପରେ ସରଗରମ ରାଜ୍ୟ ରାଜନୀତି। ଭକ୍ତଙ୍କ ବଡ଼ ବୟାନ ପରେ ଏବେ ପ୍ରଶ୍ନ ବିଜେପି ବିରୋଧରେ ଏକ ହେବେ କି ବିଜେଡି ଓ କଂଗ୍ରେସ। ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ନାରୀ ନ୍ୟାୟ ପାଇଁ ଯଦି ବିଜେଡି ଆନ୍ତରିକତାର ସହ ଲଢ଼ୁଛି ତାହେଲେ ବିଧାନସଭାରେ ସରକାର ବିରୋଧରେ ଆଣୁ ଅନାସ୍ଥା ପ୍ରସ୍ତାବ, ଆଉ ଏହାକୁ ଆମେ ସମର୍ଥନ ଦେବୁ ବୋଲି କହିଛନ୍ତି ଭକ୍ତ। ନଚେତ ଆମେ ଆଣିବୁ ଅନାସ୍ଥା ପ୍ରସ୍ତାବ, ବିଜେଡି ସମର୍ଥନ ଦେଉ ବୋଲି ଭକ୍ତ ସିଧା କହିବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା।

Big Upadate : ଏକାଠି ହେବେ କି ବିଜେଡି-କଂଗ୍ରେସ, ଅନାସ୍ଥା ପ୍ରସ୍ତାବ ବଢାଇଲା ଚର୍ଚ୍ଚା
Array