Biju Babu: ନବୀନଙ୍କ ପୋଲ୍ ଖୋଲିଦେଲେ ବାବୁ, ବିଜେଡି କହିଲା ମନଗଢ଼ା କାହାଣୀ
ବିଜୁ ବାବୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି ରହି ଚିକିତ୍ସିତ ହେଉଥିଲା ବେଳେ ନବୀନ ବାବୁ ତାଙ୍କୁ ଗୋଟିଏ ଦିନ ବି ଦେଖା କରିବାକୁ କି ଆଶ୍ୱାସନା ଦେବାକୁ ଯାଇନାହାନ୍ତି ବୋଲି କହିଛନ୍ତି ବିଜେପି ବିଧାୟକ । ହସ୍ପିଟାଲର ବିଲ୍ ସେତେବେଳେ ୨୨ ଲକ୍ଷ ଟଙ୍କା ହୋଇଥିଲା । ଏହା ଯେତେବେଳେ ନବୀନ ବାବୁଙ୍କୁ କୁହାଯାଇଥିଲା, ସେ ଘରେ ଲୁଚିଥିଲେ ବୋଲି କହିଛନ୍ତି ବାବୁ ।