Biju Legacy: ଧୋଇଦେଲେ ଅମର, ଲୋକ ମୁହଁ ମୋଡିଦେଲା ପରେ ଖୋଜୁଛନ୍ତି ବିଜୁ ଲିଗାସୀ
ବିଜେଡ଼ି ଗଠନ ହୋଇଥିଲା ବିଜୁ ବାବୁଙ୍କ ନାଁରେ। ଉଦ୍ଦେଶ୍ୟ ଥିଲା ବିଜୁ ବାବୁଙ୍କ ସ୍ଵପ୍ନ, ବିଚାର ଓ ଆଦର୍ଶ କାର୍ଯ୍ୟକାରୀ କରିବା। କିନ୍ତୁ ସେଥିରେ ଅନେକ ତ୍ରୁଟି ବିଚ୍ୟୁତି ହେଲା। ଯେଉଁଥିପାଇଁ ଓଡିଶା ଲୋକ ମୁହଁ ମୋଡି ଦେଲେ ବୋଲି କହିଛନ୍ତି ଅମର । ଏବେ ପରବର୍ତ୍ତୀ ମୁହୂର୍ତ୍ତରେ ସେକଥା ଖୋଜିଲେ ତାର କୌଣସି ପ୍ରାସଙ୍ଗିକତା ନାହିଁ।