Biju Patnaik Statue Desecration: ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁକୁ ନେଇ ତେଜିଲା ରାଜନୀତି

ବଲାଙ୍ଗିର ପାଟଣାଗଡ଼ର ବ୍ରହ୍ମପୁରା ବ୍ଲକ୍ ଛକରେ ଥିବା ବିଜବାବୁଙ୍କ ପ୍ରତିମୂର୍ତ୍ତିରେ ଆଜି ଜଣେ ଦୁବୃର୍ତ୍ତ ନିଆଁ ଲଗାଇ ଦେଇଥିଲା । ତା'କୁ ନେଇ ରାଜ୍ୟ ରାଜନୀତି ଜୋର୍ ଧରିଛି ।

Biju Patnaik Statue Desecration: ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁକୁ ନେଇ ତେଜିଲା ରାଜନୀତି
Array