BJD Conflict : ବିଭାଜିତ ହେବାରେ ଲାଗିଛି ବିଜେଡି
ୱକ୍ଫ ବିଲ୍ ଭୋଟିଂ ପରଠୁ ଦ୍ବନ୍ଦ୍ବ ଓ ଗୋଳମାଳରେ ଘାଣ୍ଟି ହେଉଛି ବିଜେଡି। ଦଳର ଷ୍ଟାଣ୍ଡରେ ହଠାତ୍ ୟୁ ଟର୍ଣ୍ଣକୁ ନେଇ ନିଇତି ଚାଲିଛି ନେତାଙ୍କ ବିଷୋଦଗାର ଓ ମେଳି । ଆଜି ବରିଷ୍ଠ ନେତାମାନେ ନବୀନ ନିବାସରେ ମୁଖିଆଙ୍କୁ ଭେଟିଥିବାବେଳେ, ଯୁବନେତା କବାଟ କିଳା ଆଲୋଚନା କରିଛନ୍ତି ।