BJD Supremo Naveen Patnaik: କାହିଁକି ନବୀନ ବିଲକୁ ଯିବାକୁ ବାଧ୍ୟ ହେଲେ ? କ୍ଷେତ ବୁଲାକୁ ନେଇ ଜୋର ଧରିଲା ରାଜନୀତି...

ପରାଜୟ ପରେ ବଦଳିଲା ଆଭିମୁଖ୍ୟ! ନବୀନ ବୁଲିଲେ କ୍ଷେତ। ଗ୍ରାଉଣ୍ଡକୁ ଯାଇ ଚାଷୀଙ୍କୁ ଭେଟିଲେ, ଆଶ୍ବାସନା ଦେଲେ। ସିଧାସଳଖ ଆଲୋଚନା କରି ଅଭିଯୋଗ ପତ୍ର ବି ଗ୍ରହଣ କଲେ।

BJD Supremo Naveen Patnaik: କାହିଁକି ନବୀନ ବିଲକୁ ଯିବାକୁ ବାଧ୍ୟ ହେଲେ ? କ୍ଷେତ ବୁଲାକୁ ନେଇ ଜୋର ଧରିଲା ରାଜନୀତି...
Array