BJD Supremo Naveen Patnaik: ‘ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି’ 

ଆଜି ବିଜେଡିର ପ୍ରତିଷ୍ଠା ଦିବସ ପାଳନ ଅବସରରେ ନବୀନ କହିଛନ୍ତି, ଆମେ ହାରି ନାହୁଁ, କି ଲୋକଙ୍କ ବିଶ୍ବାସ ମଧ୍ୟ ହରାଇ ନାହୁଁ । ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି । 

BJD Supremo Naveen Patnaik: ‘ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି’ 
Array