BJD: ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ ଟାର୍ଗେଟ କଲେ ଅଶୋକ ପଣ୍ଡା, କହିଲେ...

ହୋଲିରେ ବରିଷ୍ଠ ବିଜେଡି ନେତା ଅଶୋକ ପଣ୍ଡାଙ୍କ `ଧର୍ମପଦ' ଉପାଖ୍ୟାନକୁ ନେଇ ପୁଣି ବଢ଼ିଲା ଚର୍ଚ୍ଚା । ଦଳର ବିପର୍ଯ୍ୟୟ ପରେ ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ କଲେ ଟାର୍ଗେଟ୍ । ଅଶୋକ କହିଛନ୍ତି, ୧୨ଶହ ବଢେଇରେ ଦାୟ ନା ପୁଅରେ ଦାୟ ? ଆଗଧାଡ଼ିର ନେତାମାନେ ଦାୟିତ୍ବରୁ ଓହରିଯାଇ ଅନ୍ୟକୁ ସୁଯୋଗ ଦେବା ଦରକାର ।

BJD: ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ ଟାର୍ଗେଟ କଲେ ଅଶୋକ ପଣ୍ଡା, କହିଲେ...
Array