BJP MLA BIG Statement: ‘ବିଜେପି ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ହୋଇଯିବ’

ପୁଣି ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ତାତ୍ସଲ୍ୟ । କହିଲେ-ବିଜେପି ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡ଼ି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯୋଉଦିନ ଚାହିଁବ ବିଜେଡ଼ିକୁ ଖଣ୍ଡ ଖଣ୍ଡ କରିଦେବ । 

BJP MLA BIG Statement: ‘ବିଜେପି ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ହୋଇଯିବ’
Array