BMC Attack: ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: କର୍ପୋରେଟର ଜୀବନ ରାଉତ ଗିରଫ

ବିଏମ୍ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ୨୯ ନମ୍ବର ୱାର୍ଡ କର୍ପୋରେଟର ଜୀବନ ରାଉତଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଛି ପୋଲିସ ।

BMC Attack: ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: କର୍ପୋରେଟର ଜୀବନ ରାଉତ ଗିରଫ
Array